1 ରାଜାବଳୀ 7:9 - ଓଡିଆ ବାଇବେଲ9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହିସବୁ ଭିତ୍ତିମୂଳ ଅବଧି ମୁଣ୍ତାଳି ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ଵାରା ନିର୍ମିତ ହେଲା। ପୁଣି ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା। Viz kapitolaପବିତ୍ର ବାଇବଲ9 ଏହିସବୁ ଅଟାଳିକାଗୁଡ଼ିକ ମୂଲ୍ୟବାନ୍ ପଥରରେ ନିର୍ମିତ ହେଲା। ଏହିସବୁ ପଥରଗୁଡ଼ିକ ନିର୍ଦ୍ଧିଷ୍ଟ ଆକାର ଅନୁସାରେ କରତରେ କଟାଗଲା। ସେଗୁଡ଼ିକର ଆଗପଛ କଟାଗଲା। ଏହି ପଥରଗୁଡ଼ିକ ମୂଳଦୁଆରୁ କାନ୍ଥର ଶୀର୍ଷାଂଶ ପର୍ଯ୍ୟନ୍ତ ବ୍ୟବହାର ହେଲା। ପ୍ରାଙ୍ଗଣ ମଧ୍ୟ ବହୁମୂଲ୍ୟ ପ୍ରସ୍ତରରେ ତିଆରି ହେଲା। Viz kapitola |