1 ରାଜାବଳୀ 8:15 - ଓଡିଆ ବାଇବେଲ15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା, Viz kapitolaପବିତ୍ର ବାଇବଲ15 ତା'ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନାରେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା କର, ଯାହା ସେ ମୋର ପିତା ଦାଉଦଙ୍କୁ ପ୍ରତିଜ୍ଞା କରିଥିଲେ, ସଦାପ୍ରଭୁ ନିଜେ ପୂରଣ କରିଛନ୍ତି। ସଦାପ୍ରଭୁ ମୋର ପିତାଙ୍କୁ କହିଲେ। Viz kapitola |