Online Bible

- Reklamy -




1 ରାଜାବଳୀ 8:25 - ଓଡିଆ ବାଇବେଲ

25 ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’

Viz kapitola kopírovat

ପବିତ୍ର ବାଇବଲ

25 ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଯେପରି ଆମ୍ଭର ଆଜ୍ଞା ପାଳନ କରି ଆମ୍ଭର ଆଜ୍ଞା ଓ ନିୟମକୁ ଅନୁସରଣ କରୁଅଛ, ଯଦି ତୁମ୍ଭର ପୁତ୍ରମାନେ ସେହିପରି କରନ୍ତି ଓ ସତର୍କତା ଭାବରେ ଆମ୍ଭକୁ ଅନୁସରଣ କରନ୍ତି, ତେବେ ଇସ୍ରାଏଲ ସିଂହାସନରେ ତୁମ୍ଭ ବଂଶରୁ ହିଁ ସର୍ବଦା ଇସ୍ରାଏଲ ଉପରେ ରାଜ୍ୟ କରିବେ। ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ତୁମ୍ଭର ସେହି ବାକ୍ୟ ଏବେ ସଫଳ କର।’

Viz kapitola kopírovat




1 ରାଜାବଳୀ 8:25

Následuj nás:

Reklamy


Reklamy