1 ରାଜାବଳୀ 8:38 - ଓଡିଆ ବାଇବେଲ38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)38 ତେବେ ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ; Viz kapitolaପବିତ୍ର ବାଇବଲ38 ଯେତେବେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇସ୍ରାଏଲୀୟ ତୁମ୍ଭର ଯେକୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସେମାନଙ୍କର ହାତ ଏହି ମନ୍ଦିର ଆଡ଼କୁ ବଢ଼େଇ ତୁମ୍ଭକୁ ପ୍ରାର୍ଥନା କରନ୍ତି। Viz kapitola |