Online Bible

- Reklamy -




1 ରାଜାବଳୀ 8:39 - ଓଡିଆ ବାଇବେଲ

39 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;

Viz kapitola kopírovat

ପବିତ୍ର ବାଇବଲ

39 ତୁମ୍ଭେ ଆପଣାର ବାସସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ କ୍ଷମା କର ଏବଂ ସାହାଯ୍ୟ କର। କେବଳ ତୁମ୍ଭେ ଜାଣ ଲୋକମାନେ କ’ଣ ଚିନ୍ତା କରୁଛନ୍ତି। ତେଣୁ ସେଇ ଅନୁସାରେ ପ୍ରତ୍ୟେକ ବ୍ୟକ୍ତିର ବିଗ୍ଭର କର ଏବଂ ତୁମ୍ଭ ବିଗ୍ଭରରେ ସାଧୁତା ଦେଖାଅ।

Viz kapitola kopírovat




1 ରାଜାବଳୀ 8:39

Následuj nás:

Reklamy


Reklamy