1 ରାଜାବଳୀ 8:41 - ଓଡିଆ ବାଇବେଲ41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ; Viz kapitolaପବିତ୍ର ବାଇବଲ (Re-edited) - (BSI)41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ; Viz kapitolaପବିତ୍ର ବାଇବଲ41-42 “କେବଳ ଇସ୍ରାଏଲର ଲୋକେ ନୁହନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷୟରେ ଶୁଣିବେ। ସେମାନେ ଏହି ମନ୍ଦିରକୁ ବହୁ ଦୂରରୁ ଆସିବେ ଓ ପ୍ରାର୍ଥନା କରିବେ। Viz kapitola |