Online Bible

- Reklamy -




1 ରାଜାବଳୀ 8:45 - ଓଡିଆ ବାଇବେଲ

45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।

Viz kapitola kopírovat

ପବିତ୍ର ବାଇବଲ

45 ସେତେବେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ ଫଳ ଦିଅ।

Viz kapitola kopírovat




1 ରାଜାବଳୀ 8:45

Následuj nás:

Reklamy


Reklamy