1 ରାଜାବଳୀ 8:48 - ଓଡିଆ ବାଇବେଲ48 ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ’ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆଉ ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି, Viz kapitolaପବିତ୍ର ବାଇବଲ48 ଯଦି ସେହି ବନ୍ଦୀମାନେ ସେହି ଦୂର ଦେଶରେ ସେମାନଙ୍କର ହୃଦୟ ସହକାରେ ତୁମ୍ଭ ପ୍ରତି ଫେରନ୍ତି। ପୁଣି ତୁମ୍ଭେ ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ଦେଇଥିବା ଦେଶକୁ, ତୁମ୍ଭର ମନୋନୀତ ନଗରକୁ ତୁମ୍ଭ ସମ୍ମାନାର୍ଥେ ମୁଁ କରିଥିବା ମନ୍ଦିରକୁ ଫେରି ଆସନ୍ତି। Viz kapitola |