Online Bible

- Reklamy -




1 ରାଜାବଳୀ 8:52 - ଓଡିଆ ବାଇବେଲ

52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।

Viz kapitola kopírovat

ପବିତ୍ର ବାଇବଲ

52 “ହେ ସଦାପ୍ରଭୁ ପରମେଶ୍ୱର, ଦୟାକରି ମୋର ତଥା ଇସ୍ରାଏଲର ସମସ୍ତ ଲୋକଙ୍କର ପ୍ରାର୍ଥନା ଶୁଣ। ସେମାନେ ଯେତେବେଳେ ପ୍ରାର୍ଥନା କରନ୍ତି, ସେ ସମୟରେ ତାହା ଶୁଣ।

Viz kapitola kopírovat




1 ରାଜାବଳୀ 8:52

Následuj nás:

Reklamy


Reklamy