Online Bible

- Reklamy -




1 ରାଜାବଳୀ 8:57 - ଓଡିଆ ବାଇବେଲ

57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

57 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କର ପିତୃ ଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସହିତ ରୁହନ୍ତୁ ସେ ଆମ୍ଭମାନଙ୍କୁ ପରିତ୍ୟାଗ କରନ୍ତୁ ନାହିଁ କି ଆମ୍ଭଠାରୁ ଦୂରେଇ ଯାଆନ୍ତୁ ନାହିଁ।

Viz kapitola kopírovat




1 ରାଜାବଳୀ 8:57

Následuj nás:

Reklamy


Reklamy