Online Bible

- Reklamy -




1 ରାଜାବଳୀ 8:58 - ଓଡିଆ ବାଇବେଲ

58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା ଓ ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

58 ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ପ୍ରତି ଆନୁଗତ୍ୟ ରହିବୁ। ବିଶ୍ୱସ୍ତଭାବରେ ସଦାପ୍ରଭୁଙ୍କର ନିୟମ, ଆଦେଶ ଓ ବ୍ୟବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ପାଳନ କରି ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରିବୁ।

Viz kapitola kopírovat




1 ରାଜାବଳୀ 8:58

Následuj nás:

Reklamy


Reklamy