Online Bible

- Reklamy -




1 ରାଜାବଳୀ 8:66 - ଓଡିଆ ବାଇବେଲ

66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ଵୁକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

66 ଅଷ୍ଟମ ଦିନରେ ଶଲୋମନ ଲୋକମାନଙ୍କୁ ବିଦାୟ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ୟବାଦ ଦେଇ ସେମାନଙ୍କର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇସ୍ରାଏଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦୟଙ୍ଗମ କରି ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ପ୍ରତ୍ୟାବର୍ତ୍ତନ କଲେ।

Viz kapitola kopírovat




1 ରାଜାବଳୀ 8:66

Následuj nás:

Reklamy


Reklamy