Online Bible

- Reklamy -




1 ରାଜାବଳୀ 8:8 - ଓଡିଆ ବାଇବେଲ

8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହା ପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।

Viz kapitola kopírovat

ପବିତ୍ର ବାଇବଲ

8 ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ ତାହାର ଅଗ୍ରଭାଗ ମହାପବିତ୍ର ସ୍ଥାନ ସମ୍ମୁଖରେ ଥିବା ପବିତ୍ର ସ୍ଥାନରୁ ଦେଖା ଯାଉଥିଲା, ମାତ୍ର ବାହାରୁ ଦେଖା ଯାଉ ନ ଥିଲା। ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ସେଠାରେ ଅଛି।

Viz kapitola kopírovat




1 ରାଜାବଳୀ 8:8

Následuj nás:

Reklamy


Reklamy