Online Bible

- Reklamy -




1 ରାଜାବଳୀ 9:13 - ଓଡିଆ ବାଇବେଲ

13 ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ ? ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ? ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ସେହି ନାମ ଅଦ୍ୟାପି ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।

Viz kapitola kopírovat

ପବିତ୍ର ବାଇବଲ

13 ତେଣୁ ସେ କହିଲା, “ହେ ମୋର ଭାଇ, ଏସବୁ କି ନଗର ମୋତେ ଦେଇଅଛ?” ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ଅଦ୍ୟାପି ସେ ଦେଶର ନାମ କାବୁଲ ଅଛି।

Viz kapitola kopírovat




1 ରାଜାବଳୀ 9:13

Následuj nás:

Reklamy


Reklamy