1 ରାଜାବଳୀ 9:16 - ଓଡିଆ ବାଇବେଲ16 ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା। Viz kapitolaପବିତ୍ର ବାଇବଲ16 ପୂର୍ବେ ମିଶରର ରାଜା ଗେଷର୍ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ତାକୁ ପୋଡ଼ି ଦେଲେ। ସେ ତନ୍ନିବାସୀ କିଣାନୀୟମାନଙ୍କୁ ବଧ କଲେ। ଶଲୋମନ ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ଫାରୋ ଯୌତୁକ ସ୍ୱରୂପ ସେହି ନଗରକୁ ଶଲୋମନଙ୍କୁ ଦାନ କଲେ। Viz kapitola |