Online Bible

- Reklamy -




1 ରାଜାବଳୀ 9:21 - ଓଡିଆ ବାଇବେଲ

21 ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବର୍ଜିତ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜିଯାଏ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି।

Viz kapitola kopírovat




1 ରାଜାବଳୀ 9:21

Následuj nás:

Reklamy


Reklamy