Online Bible

- Reklamy -




1 ରାଜାବଳୀ 9:22 - ଓଡିଆ ବାଇବେଲ

22 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ ଓ ତାଙ୍କ ଅଧିପତି ଓ ତାଙ୍କର ସେନାପତି ଓ ତାଙ୍କ ରଥ ଓ ଅଶ୍ଵାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

22 ମାତ୍ର ଇସ୍ରାଏଲ ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସେମାନେ ଯୋଦ୍ଧା, ରାଜଭୃତ୍ୟ, ଅଧିପତି, ସେନାପତି, ରଥାରୋହୀ ଓ ଅଶ୍ୱାରୋହୀମାନଙ୍କ ଅଧ୍ୟକ୍ଷ ଥିଲେ।

Viz kapitola kopírovat




1 ରାଜାବଳୀ 9:22

Následuj nás:

Reklamy


Reklamy