1 ରାଜାବଳୀ 9:25 - ଓଡିଆ ବାଇବେଲ25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ଵଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ। Viz kapitolaପବିତ୍ର ବାଇବଲ25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ବର୍ଷରେ ତିନିଥର ଧୂପ ଜଳାଇଲେ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। Viz kapitola |