Online Bible

- Reklamy -




1 ରାଜାବଳୀ 9:3 - ଓଡିଆ ବାଇବେଲ

3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।

Viz kapitola kopírovat

ପବିତ୍ର ବାଇବଲ

3 ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭକୁ କଥା ଦେଇଅଛୁ ଯେ, ଆମ୍ଭର ଧ୍ୟାନ ଓ ପ୍ରେମ ମନ୍ଦିର ପ୍ରତି ରହିବ।

Viz kapitola kopírovat




1 ରାଜାବଳୀ 9:3

Následuj nás:

Reklamy


Reklamy