୧ ପିତର 1:6 - ଓଡିଆ ବାଇବେଲ6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ତୁମ୍ଭେମାନେ ଉଲ୍ଲାସ କରୁଅଛ, ଯଦ୍ୟପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ଵାରା ଦୁଃଖ-ଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Viz kapitolaପବିତ୍ର ବାଇବଲ (CL) NT (BSI)6 ତେଣୁ ତୁମ୍ଭମାନେ ଆନନ୍ଦ କର, ଯଦିଓ ନାନା ପ୍ରକାର କ୍ଳେଶ ହେତୁ ତୁମ୍ଭମାନଙ୍କୁ ବର୍ତ୍ତମାନ କିଛି ସମୟ ପାଇଁ ଦୁଃଖିତ ହେବାକୁ ଆବଶ୍ୟକ ହୋଇପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, Viz kapitolaପବିତ୍ର ବାଇବଲ6 ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ। Viz kapitola |