୧ ପିତର 2:16 - ଓଡିଆ ବାଇବେଲ16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ୱରଙ୍କ ଦାସ ହୋଇ ସତ୍କର୍ମ କର । Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର। Viz kapitolaପବିତ୍ର ବାଇବଲ (CL) NT (BSI)16 ସ୍ୱାଧୀନ ଲୋକଙ୍କ ପରି ଜୀବନ ଯାପନ କର। କିନ୍ତୁ ସ୍ୱାଧୀନତାର ଅପବ୍ୟବହାର କରି ଗର୍ହିତ କର୍ମ କର ନାହିଁ। ବରଂ ଈଶ୍ୱରଙ୍କ କ୍ରୀତଦାସ ରୂପେ ଜୀବନ ଯାପନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର। Viz kapitolaପବିତ୍ର ବାଇବଲ16 ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ। Viz kapitola |