୧ ପିତର 2:17 - ଓଡିଆ ବାଇବେଲ17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର । Viz kapitolaପବିତ୍ର ବାଇବଲ (Re-edited) - (BSI)17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର। Viz kapitolaପବିତ୍ର ବାଇବଲ (CL) NT (BSI)17 ସମସ୍ତଙ୍କୁ ସମ୍ମାନ ଦିଅ। ସର୍ବତ୍ର ଖ୍ରୀଷ୍ଟବିଶ୍ୱାସୀ ଭ୍ରାତୃବର୍ଗଙ୍କୁ ପ୍ରେମ କର। ଈଶ୍ୱରଙ୍କୁ ଭୟ କର, ସମ୍ରାଟଙ୍କୁ ସମ୍ମାନ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର। Viz kapitolaପବିତ୍ର ବାଇବଲ17 ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ। Viz kapitola |