୧ ପିତର 2:19 - ଓଡିଆ ବାଇବେଲ19 କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ । Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ କେହି ଯେବେ ଈଶ୍ଵରଙ୍କୁ ସାକ୍ଷାତ୍ ମାନି ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ। Viz kapitolaପବିତ୍ର ବାଇବଲ (CL) NT (BSI)19 ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା ଜାଣି ଥିବାରୁ, ଯଦି ଅନ୍ୟାୟରେ ଶାସ୍ତ ପାଇ କ୍ଳେଶ ସହ୍ୟ କର, ତେବେ ଈଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ। Viz kapitolaପବିତ୍ର ବାଇବଲ19 ଜଣେ ଲୋକ ଭୁଲ୍ ନ କରିଥିଲେ ମଧ୍ୟ ସେ ଦୁଃଖ ପାଇ ପାରେ। ଯଦି ସେ ଲୋକ ପରମେଶ୍ୱରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା'ହେଲେ ପରମେଶ୍ୱର ପ୍ରସନ୍ନ ହୁଅନ୍ତି। Viz kapitola |