୧ ପିତର 2:3 - ଓଡିଆ ବାଇବେଲ3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର । Viz kapitolaପବିତ୍ର ବାଇବଲ (Re-edited) - (BSI)3 ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର। Viz kapitolaପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର। Viz kapitolaପବିତ୍ର ବାଇବଲ3 ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ। Viz kapitola |