୧ ପିତର 3:12 - ଓଡିଆ ବାଇବେଲ12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ । Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ। Viz kapitolaପବିତ୍ର ବାଇବଲ (CL) NT (BSI)12 ଈଶ୍ୱର ଧାର୍ମିକମାନଙ୍କ ପ୍ରତି ମନୋଯୋଗ କରନ୍ତି ଏବଂ ସେମାନଙ୍କ ପ୍ରାର୍ଥନା ଶୁଣନ୍ତି; କିନ୍ତୁ ସେ ଦୁରାଚାରୀମାନଙ୍କୁ ପ୍ରତିରୋଧ କରନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।” Viz kapitolaପବିତ୍ର ବାଇବଲ12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।” Viz kapitola |