୧ ପିତର 3:14 - ଓଡିଆ ବାଇବେଲ14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)14 ସତ୍କର୍ମ କରିବା ହେତୁ ତୁମ୍ଭେମାନେ କ୍ଳେଶଭୋଗ କଲେ ସୁଦ୍ଧା ତୁମ୍ଭେମାନେ ପ୍ରକୃତରେ ସୁଖୀ। କାହାକୁ ଭୟ କର ନାହିଁ; ଅଯଥା ଚିନ୍ତିତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ; Viz kapitolaପବିତ୍ର ବାଇବଲ14 କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା'ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।” Viz kapitola |