୧ ପିତର 3:15 - ଓଡିଆ ବାଇବେଲ15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ଵନ୍ଧରେ ଯେକେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Viz kapitolaପବିତ୍ର ବାଇବଲ (CL) NT (BSI)15 ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Viz kapitolaପବିତ୍ର ବାଇବଲ15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ। Viz kapitola |