୧ ପିତର 3:17 - ଓଡିଆ ବାଇବେଲ17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ୱରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ଵରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ। Viz kapitolaପବିତ୍ର ବାଇବଲ (CL) NT (BSI)17 ଦୁଷ୍କର୍ମ କରି କ୍ଳେଶଭୋଗ କରିବା ଅପେକ୍ଷା, ଈଶ୍ୱରଙ୍କ ଇଚ୍ଛାନୁରୂପ ସତ୍କର୍ମ କରି ଦୁଃଖଭୋଗ କରିବା ଶ୍ରେୟସ୍କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ। Viz kapitolaପବିତ୍ର ବାଇବଲ17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ। Viz kapitola |