୧ ପିତର 3:4 - ଓଡିଆ ବାଇବେଲ4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)4 ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ। Viz kapitolaପବିତ୍ର ବାଇବଲ4 ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି। Viz kapitola |