୧ ପିତର 4:17 - ଓଡିଆ ବାଇବେଲ17 କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ ! Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ ! Viz kapitolaପବିତ୍ର ବାଇବଲ (CL) NT (BSI)17 ବିଚାର କାଳ ଆସନ୍ନ ଏବଂ ଈଶ୍ୱରଙ୍କ ଲୋକମାନେ ପ୍ରଥମେ ବିଚାରିତ ହେବେ। ଯଦି ଆମଠାରୁ ତାହା ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରରେ ବିଶ୍ୱାସ କରନ୍ତି ନାହିଁ, ସେମାନଙ୍କ ଶେଷ ଦଶା କ’ଣ ନ ହେବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ! Viz kapitolaପବିତ୍ର ବାଇବଲ17 ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ? Viz kapitola |