୧ ପିତର 5:1 - ଓଡିଆ ବାଇବେଲ1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Viz kapitolaପବିତ୍ର ବାଇବଲ (CL) NT (BSI)1 ମୁଁ ଚଣେ ବୟୋଜ୍ୟେଷ୍ଠ ନେତା ହିସାବରେ ତୁମ୍ଭମାନଙ୍କ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ବିନତି କରି କହୁଛି। ଖ୍ରୀଷ୍ଟଙ୍କ ଦୁଃଖଭୋଗର ମୁଁ ଜଣେ ସାକ୍ଷୀ ଓ ତାଙ୍କର ଗୌରବ ପ୍ରକାଶିତ ହେବା ସମୟରେ ମୁଁ ସେଥିରେ ଭାଗୀ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି, Viz kapitolaପବିତ୍ର ବାଇବଲ1 ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। Viz kapitola |