୧ ପିତର 5:12 - ଓଡିଆ ବାଇବେଲ12 ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ। Viz kapitolaପବିତ୍ର ବାଇବଲ (CL) NT (BSI)12 ଶୀଲାଙ୍କୁ ବିଶ୍ୱସ୍ତ ଖ୍ରୀଷ୍ଟୀୟ ଭ୍ରାତାରୂପେ ମୁଁ ସମାଦର କରେ। ତାଙ୍କ ସହାୟତାରେ ମୁଁ ଏହି ସଂକ୍ଷିପ୍ତ ପତ୍ର ଲେଖିଛି। ଈଶ୍ୱରଙ୍କ ବାସ୍ତବ ଅନୁଗ୍ରହ ସମ୍ବନ୍ଧରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ମୋ ଉଦ୍ଦେଶ୍ୟ। ସେହି ଅନୁଗ୍ରେହରେ ତୁମ୍ଭେମାନେ ଅଟଳ ରୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ। Viz kapitolaପବିତ୍ର ବାଇବଲ12 ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ। Viz kapitola |