୧ ପିତର 5:7 - ଓଡିଆ ବାଇବେଲ7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)7 ତୁମର ସମସ୍ତ ଚିନ୍ତା ଭାର ତାଙ୍କ ନିକଟରେ ସମର୍ପଣ କର, କାରଣ ସେ ତୁମର ଯତ୍ନ ନିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି। Viz kapitolaପବିତ୍ର ବାଇବଲ7 ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି। Viz kapitola |