1 ଶାମୁୟେଲ 1:26 - ଓଡିଆ ବାଇବେଲ26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। Viz kapitolaପବିତ୍ର ବାଇବଲ26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। Viz kapitola |