Online Bible

- Reklamy -




1 ଶାମୁୟେଲ 10:11 - ଓଡିଆ ବାଇବେଲ

11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା ? ଶାଉଲ ହିଁ କି ଭବିଷ୍ୟଦ୍‍-ବକ୍ତାମାନଙ୍କ ମଧ୍ୟରେ ଜଣେ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା? ଶାଉଲ ହିଁ କି ଭବିଷ୍ୟଦ୍-ବକ୍ତାମାନଙ୍କ ମଧ୍ୟରେ ଜଣେ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?

Viz kapitola kopírovat

ପବିତ୍ର ବାଇବଲ

11 ଏଥିରେ ଯେଉଁମାନେ ପୂର୍ବରୁ ଶାଉଲଙ୍କୁ ଜାଣିଥିଲେ ସେମାନେ ଦେଖିଲେ ଯେ, ସେ ଭବିଷ୍ୟ‌ଦ୍‌ବକ୍ତାଙ୍କ ପରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଗହଣରେ ନାଚୁଥିଲେ ଓ ଗାଉଥିଲେ। ତା'ପରେ ଲୋକମାନେ ପରସ୍ପର କୁହାକୁହି ହେବାକୁ ଲାଗିଲେ, “କୀ‌ଶ୍‌ର ପୁତ୍ର ପ୍ରତି କ’ଣ ଘଟିଲା? ଶାଉଲ କ’ଣ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଜଣେ?”

Viz kapitola kopírovat




1 ଶାମୁୟେଲ 10:11

Následuj nás:

Reklamy


Reklamy