1 ଶାମୁୟେଲ 10:21 - ଓଡିଆ ବାଇବେଲ21 ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ସେ ବିନ୍ୟାମୀନ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ। Viz kapitolaପବିତ୍ର ବାଇବଲ21 ଶାମୁୟେଲ କହିଲେ ଯେ, ବିନ୍ୟାମୀନ ପରିବାରବର୍ଗଙ୍କୁ ଏକ ଏକ ପରି ଆଗକୁ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା'ପରେ ଶାମୁୟେଲ ସେହି ପରିବାରବର୍ଗର ପ୍ରତ୍ୟେକ ଲୋକଙ୍କୁ ଆଗକୁ ଆସିବାକୁ କହିଲେ। କୀଶ୍ଙ୍କ ପୁତ୍ର ଶାଉଲ ବଛାଗଲେ। କୀଶ୍ଙ୍କ ପୁତ୍ର ଶାଉଲଙ୍କୁ ସେଠାରେ ଖୋଜାଗଲା, କିନ୍ତୁ ସେଠାରେ ଲୋକମାନେ ଶାଉଲଙ୍କୁ ଖୋଜି ପାଇଲେ ନାହିଁ। Viz kapitola |