1 ଶାମୁୟେଲ 10:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ତେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ। Viz kapitolaପବିତ୍ର ବାଇବଲ25 ଶାମୁୟେଲ ଲୋକମାନଙ୍କୁ ବନ୍ଧୁତାର ନିୟମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ। ତା'ପରେ ଶାମୁୟେଲ ଲୋକମାନଙ୍କୁ ନିଜ ନିଜ ଘରକୁ ଯିବାକୁ କହିଲେ। Viz kapitola |