1 ଶାମୁୟେଲ 11:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।” Viz kapitolaପବିତ୍ର ବାଇବଲ12 ତା'ପରେ ଲୋକମାନେ ଶାମୁୟେଲଙ୍କୁ ପଗ୍ଭରିଲେ, “ଯେଉଁମାନେ ଶାଉଲଙ୍କୁ ବିରୁଦ୍ଧ କରୁଥିଲେ ସେମାନେ କେଉଁଠି ଅଛନ୍ତି। ସେ ଲୋକମାନଙ୍କୁ ଆମ୍ଭେ ହତ୍ୟା କରିବୁ।” Viz kapitola |