1 ଶାମୁୟେଲ 11:13 - ଓଡିଆ ବାଇବେଲ13 ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ତ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।” Viz kapitolaପବିତ୍ର ବାଇବଲ13 ଶାଉଲ କହିଲେ, “ନା! ଆଜି କାହାକୁ ହତ୍ୟା କର ନାହିଁ। ସଦାପ୍ରଭୁ ଆଜି ଇସ୍ରାଏଲୀୟମାନଙ୍କୁ ରକ୍ଷା କରିଛନ୍ତି।” Viz kapitola |