1 ଶାମୁୟେଲ 11:14 - ଓଡିଆ ବାଇବେଲ14 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ଵ ସ୍ଥିର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।” Viz kapitolaପବିତ୍ର ବାଇବଲ14 ତା'ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ ଗିଲ୍ଗଲ୍କୁ ଯିବା, ସେଠାରେ ଶାଉଲଙ୍କୁ ପୁନର୍ବାର ରାଜାରୂପେ ଅଭିଷିକ୍ତ କରିବା।” Viz kapitola |