1 ଶାମୁୟେଲ 12:19 - ଓଡିଆ ବାଇବେଲ19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।” Viz kapitolaପବିତ୍ର ବାଇବଲ19 ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।” Viz kapitola |