1 ଶାମୁୟେଲ 12:20 - ଓଡିଆ ବାଇବେଲ20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର; Viz kapitolaପବିତ୍ର ବାଇବଲ20 ତା'ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର। Viz kapitola |