1 ଶାମୁୟେଲ 12:4 - ଓଡିଆ ବାଇବେଲ4 ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।” Viz kapitolaପବିତ୍ର ବାଇବଲ4 ଇସ୍ରାଏଲୀୟମାନେ ଉତ୍ତର ଦେଲେ, “ନା! ତୁମ୍ଭେ ଏପରି ଖରାପ କାମ କେବେ ବି କରି ନାହଁ। ତୁମ୍ଭେ ଆମକୁ ଠକି ନାହଁ କିମ୍ବା ଆମ୍ଭଠାରୁ କିଛି ନେଇ ନାହଁ।” Viz kapitola |