1 ଶାମୁୟେଲ 13:12 - ଓଡିଆ ବାଇବେଲ12 ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋ’ ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।” Viz kapitolaପବିତ୍ର ବାଇବଲ12 ଏଥିପାଇଁ ମୁଁ ଭାବିଲି, ‘ପଲେଷ୍ଟୀୟମାନେ ଗିଲ୍ଗଲ୍ ଆସି ଆକ୍ରମଣ କରିବେ ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ତେଣୁ ମୁଁ ବାଧ୍ୟ ହୋଇ ହୋମବଳି ଉତ୍ସର୍ଗ କରିଛି।’” Viz kapitola |