1 ଶାମୁୟେଲ 13:8 - ଓଡିଆ ବାଇବେଲ8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ଵ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ8 ଶାମୁୟେଲ କହିଲେ ସେ ଗିଲ୍ଗଲ୍ରେ ଶାଉଲଙ୍କୁ ଦେଖା କରିବାକୁ ଆସି ପାରନ୍ତି। ଶାଉଲ ସେଠାରେ ସାତ ଦିନ ଅପେକ୍ଷା କଲେ କିନ୍ତୁ ଶାମୁୟେଲ ଗିଲ୍ଗଲ୍ ଆସିଲେ ନାହିଁ। ଏବଂ ସୈନିକମାନେ ଶାଉଲଙ୍କଠାରୁ ଧୀରେ ଧୀରେ ବିଦାୟନେବା ଆରମ୍ଭ କଲେ। Viz kapitola |