1 ଶାମୁୟେଲ 14:1 - ଓଡିଆ ବାଇବେଲ1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯାଉ। ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ- ଦଳ ନିକଟକୁ ଯାଉ। ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ। Viz kapitolaପବିତ୍ର ବାଇବଲ1 ଏକଦିନ ଶାଉଲଙ୍କ ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲେ, “ଗ୍ଭଲ ଆମ୍ଭେ ଉପତ୍ୟକାର ବିପରୀତ ଦିଗରୁ ପଲେଷ୍ଟୀୟଙ୍କ ଶିବିର ଆଡ଼କୁ ଯିବା।” କିନ୍ତୁ ଯୋନାଥନ ଏ କଥା ତାଙ୍କ ବାପା ଶାଉଲଙ୍କୁ କହିଲେ ନାହିଁ। Viz kapitola |