1 ଶାମୁୟେଲ 14:10 - ଓଡିଆ ବାଇବେଲ10 ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।” Viz kapitolaପବିତ୍ର ବାଇବଲ10 ଯଦି ପଲେଷ୍ଟୀୟମାନେ ଆମ୍ଭକୁ କହିବେ ‘ଆମ୍ଭମାନଙ୍କ ପାଖକୁ ଉଠି ଆସ’ ତେବେ ଆମ୍ଭେ ସେମାନଙ୍କ ପାଖକୁ ଯିବା। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ଦେଇଛନ୍ତି। ଆଉ ଏହା ଏକ ପରାଜୟର ଚିହ୍ନ ହେବ।” Viz kapitola |