1 ଶାମୁୟେଲ 14:20 - ଓଡିଆ ବାଇବେଲ20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକି ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ଼୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି। Viz kapitolaପବିତ୍ର ବାଇବଲ20 ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ଖଡ଼୍ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ। Viz kapitola |