1 ଶାମୁୟେଲ 14:22 - ଓଡିଆ ବାଇବେଲ22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ଵାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ। Viz kapitolaପବିତ୍ର ବାଇବଲ22 ସେହି ଇସ୍ରାଏଲୀୟ ଯେଉଁ ସୈନ୍ୟମାନେ ଇଫ୍ରୟିମ ପର୍ବତମୟ ଅଞ୍ଚଳରେ ଲୁଚି ଥିଲେ, ସେମାନେ ମଧ୍ୟ ସମ୍ବାଦ ଶୁଣି ଯୁଦ୍ଧ କ୍ଷେତ୍ରରେ ପହଞ୍ଚିଲେ ଓ ପଲେଷ୍ଟୀୟଙ୍କୁ ଗୋଡ଼ାଇଲେ। Viz kapitola |