Online Bible

- Reklamy -




1 ଶାମୁୟେଲ 14:34 - ଓଡିଆ ବାଇବେଲ

34 ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋ’ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର। ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆହୁରି ଶାଉଲ କହିଲେ, “ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଯାଇ ସେମାନଙ୍କୁ କୁହ, ‘ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର।’” ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ

34 ଶାଉଲ କହିଲେ, “ଯାଅ ଓ ସମସ୍ତଙ୍କୁ କୁହ ସେମାନଙ୍କର ବଳଦ ଓ ମେଷ ମୋ’ ନିକଟକୁ ଆଣିବା ପାଇଁ। ତା'ପରେ ସେମାନେ ନିଶ୍ଚୟ ଏଠାରେ ବଳଦ ଓ ମେଷକୁ ବଧ କରିବେ ଓ ଖାଇବେ। ରକ୍ତମିଶା କଞ୍ଚାମାଂସ ଖାଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କର ନାହିଁ।”

Viz kapitola kopírovat




1 ଶାମୁୟେଲ 14:34

Následuj nás:

Reklamy


Reklamy